ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ ଦଣ୍ଡ ଏବଂ ୧୦ ହଜାର ଜୋରିମାନା

କେନ୍ଦୁଝର : ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ ଦଣ୍ଡ ଏବଂ ୧୦ ହଜାର ଟଙ୍କା ଜୋରିମାନା ଆଦେଶ ଦେଲେ କେନ୍ଦୁଝର ଫାଷ୍ଟଟ୍ରାକ କୋର୍ଟର ବିଚାରପତି ମାନସ କୁମାର ମିଶ୍ର । ଏହା ସହିତ ଜୋରିମାନା ଅନାଦେୟ ଅଭିଯୁକ୍ତ ଅଧିକ ୬ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । 2021 ମସିହାରେ ପାଟଣା ଥାନା ଝାଟିପଦା ଅଞ୍ଚଳର ମାମଲା । ସମ୍ପର୍କୀୟ ଭାଇ ବୋହକୁ ଦୁଷ୍କର୍ମ କରିଥିଲା ଅଭିଯୁକ୍ତ ଦେଢଶୁର ବୁଆ ବାରିକ।

Leave A Reply

Your email address will not be published.