ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଘୁଞ୍ଚିଲା ଡିସେମ୍ବରରେ ହେବାକୁ ଥିବା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା

କଟକ : ଡିସେମ୍ବରରେ ହେବାକୁ ଥିବା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷାକୁ ଘୁଂଚାଇ ଦିଆଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ସୂଚନା ମିଳିଛି । ପୂର୍ବରୁ ଡିସେମ୍ବର ୨୭ରେ ପରୀକ୍ଷା ହେବାକୁ ଥିବା ବେଳେ ଏହାକୁ ଜାନୁଆରି ୫ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଜାନୁଆରୀ ୫ରୁ ୮ ତାରିଖ ଯାଏଁ ସମ୍ମେଟିଭ-୧ ପରୀକ୍ଷା ହେବ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡର ଉପସଭାପତି ନିହାର ରଂଜନ ମହାନ୍ତି ସୂଚନା ଦେଇଛନ୍ତି । ପରୀକ୍ଷା ପାଇଁ ୫ ଲକ୍ଷ ୭୦ ହଜାର ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି ।

 

Leave A Reply

Your email address will not be published.