ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଛିଣ୍ଡି ପଡ଼ିଲା ୧୧ କେଭି ବିଦ୍ୟୁତ ତାର, ୫ରୁ ଉର୍ଦ୍ଧ୍ବ ପରିବା ଦୋକାନ ପୋଡି ପାଉଁଶ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଛକ ନିକଟଟେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହଠାତ୍ ୧୧ କେଭି ବିଦ୍ୟୁତ ତାର ଛିଣ୍ଡି ପଡ଼ିବାରୁ ପରିବା ଦୋକନ ଜଳିଯାଇଛି। ପ୍ରାୟ ୫ ବଖରାରୁ ଅଧିକ ପରିବା ଦୋକାନ ଜଳି ଯାଇଥିବା ଜଣାପଡ଼ିଛି। ସେପଟେ କ୍ଷତି ପୁରଣ ଦାବିରେ ବ୍ୟବସାୟୀ ମାନେ ଭବାନୀପାଟଣା ଜୟପୁର ଜାତୀୟ ରାଜପଥ ୨୬କୁ ଅବରୋଧ କରିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପ୍ରଶାସନ ପହଞ୍ଚି ବ୍ୟବସାୟୀ ମାନଙ୍କ ସହ ଆଲୋଚନା କରି ବୁଝାସୁଝା କରିଛି ।

Leave A Reply

Your email address will not be published.