ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୧୧ -୧୧- ୨୦୨୧ )

ମେଷ: ଭବିଷ୍ୟତ ଯୋଜନା ଫଳପ୍ରସୂ ହେବ। ଚାକିରିରେ ସମ୍ମାନିତ ହେବେ । ପ୍ରଶାସନିକ ସକ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ଗୋଲାପି

ବୃଷ: ଦିନଟି ସୁଖ ସମ୍ମାନ ଭିତରେ କଟିବ | ଚାକିରିରେ ସହଯୋଗ ମିଳିବ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟ ଲାଭାନ୍ବିତ ହେବ । ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର

ମିଥୁନ : କର୍ମକ୍ଷେତ୍ରରେ ବିସମତା ରହିବ। ଚାକିରିରେ ସମ୍ମାନହାନି ହୋଇପାରେ। ରାଜନୀତିରେ ବାଧାବିଘ୍ନ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ସିଲ୍‌ଭର୍

କର୍କଟ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ | ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ : ଦିନଟିରେ ବ୍ୟସ୍ତ ବହୁଳତା କାରଣରୁ କ୍ଲାନ୍ତ ଅନୁଭବ କରିବେ। ରାଜନୀତିରେ ସକ୍ରିୟ ରହିବେ । ପରିବହନ ଓ ବ୍ରାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

କନ୍ୟା : ପରିଶ୍ରମର ଫଳ ମିଳିବ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ସହଯୋଗ ପାଇବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଗୁରୁଜନଙ୍କର ପ୍ରିୟ ହେବେ। ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ତୁଳା: କର୍ମକ୍ଷେତ୍ରରେ ପ୍ରତାରଣା ପାଇ ପାରନ୍ତି। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ବାଇଗଣୀ

ବିଛା : ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି

ଧନୁ : କର୍ମକ୍ଷେତ୍ରରେ ସୁଖ ସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଯଶ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ –୨, ଶୁଭ ରଙ୍ଗ – ଧଳା

ମକର : କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ଚାକିରିରେ ନିଷ୍ଠାପର ରହିବେ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟ ସନ୍ତୋଷଜନକ ରହିବ। ଶିକ୍ଷାର୍ଥୀ ଯଶସ୍ବୀ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କୁମ୍ଭ : କାର୍ଯ୍ୟ ବିଳମ୍ବ ଓ ଅଭାବ ଦେଖାଦେବ। ଚାକିରିରେ ଅସହଯୋଗମନେ ହେବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସୁଫଳ ପାଇବେ ନାହିଁ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ହଳଦିଆ

ମୀନ : ଉଚ୍ଚ ଆଶା ପୂରଣ ହେବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ –୮, ଶୁଭ ରଙ୍ଗ – ନୀଳ

Leave A Reply

Your email address will not be published.