ସୋମବାର ରାଶିଫଳ ( ୧୨-୦୪-୨୦୨୧ )

ମେଷ:କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ଚାକିରିରେ ଦାୟିତ୍ଵକୁ ସହଜରେ ତୁଲାଇବେ। ମହିଳାମାନେ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ବୃଷ:ଉଦଯୋଗ କରି ସଫଳ ପାଇବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ଅନୁଶାସନ ଭିତରେ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ପାଇବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ଏଥିସହିତ ପଢ଼ନ୍ତୁ

ମିଥୁନ:କୌଣସି ବଡ ଧରଣର ସଫଳତା ପାଇବେ। ମହିଳାମାନେ ଦୃଢମନା ହେବେ। ପ୍ରଶାସନିକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଜୟଲାଭ କରିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:କାର୍ଯ୍ୟ ସିଦ୍ଧି ସହ ମାନସମ୍ମାନ ବୃଦ୍ଧି ପାଇବ। ପ୍ରଶାସନିକ ଓ ରାଜନୀତିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ପାଇବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ:ଦିନଟି ହେଉଥିବା କାର୍ଯ୍ୟ ସ୍ଥଗିତ ରହିବ। ଚାକିରିରେ ଅବହେଳା ରହିବ। ମହିଳାମାନେ ବିରକ୍ତିମନା ହେବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ଚିନ୍ତାରେ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

କନ୍ୟା:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ଧନସମ୍ମାନ ହାନି ହୋଇପାରେ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ଉତ୍ସାହିତ ରହିବେ। ପ୍ରଶାସନିକ ଉଚ୍ଚପ୍ରଶଂସା ପାଇବେ। ବାଣିଜ୍ୟରେ ପ୍ରସାର ହେବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବିଛା:କର୍ମକକ୍ଷେତ୍ରରେ ସହଯୋଗ ମିଳିବ। ରାଜନୀତିରେ ସକ୍ରିୟ ରହିବେ। ପ୍ରଶାସନିକ ସମ୍ମାନ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଧନୁ:ଦିନଟିରେ ଅନିଶ୍ଚିତତା ଭିତରେ ଗତି କରିବେ ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ମକର:କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କୁମ୍ଭ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ଚାକିରିରେ ସହଯୋଗ ମିଳିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମୀନ:ଆସୁଥିବା ଅର୍ଥ ଅଟକିଯାଇପାରେ। ମହିଳାମାନେ ଚିନ୍ତାରେ ରହିବେ। ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିପାରେ। ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave a comment