ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୧୨ – ୦୨ – ୨୦୨୨ )

ମେଷ: ବିଭିନ୍ନ ଉପାୟରେ ଆୟ କରିବେ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ରହିବେ। ଚାକିରିରେ ଉଚ୍ଚସ୍ଥାନକୁ ଯାଇପାରନ୍ତି। ବାଣିଜ୍ୟରେ ଭଲ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।

ବୃଷ: ଆର୍ଥିକସ୍ତରରେ ଉନ୍ନତି ହେବ। ପଡ଼ୋଶୀଙ୍କ ସହଯୋଗ ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ରାଜନୀତିରେ ନେତୃତ୍ବ ବୃଦ୍ଧିପାଇବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।

ମିଥୁନ: ଦିନଚର୍ଯ୍ୟା ଆଡ଼ମ୍ବରପୂର୍ଣ୍ଣ ରହିବ। ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

କର୍କଟ: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା।

ଏଥିସହିତ ପଢ଼ନ୍ତୁ

ସିଂହ: ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ପାଇବ। ମହିଳାମାନଙ୍କର ସ୍ବାଭିମାନ ଅକ୍ଷୁଣ୍ଣ ରହିବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-କ୍ରିମ୍‌।

କନ୍ୟା: ଅଟକି ରହିଥିବା କାର୍ଯ୍ୟ ସମାପନ ହୋଇପାରେ। ରାଜନୀତିରେ ପ୍ରସଦ୍ଧି ବୃଦ୍ଧି ପାଇବ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲଭର୍‌।

ତୁଳା: କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ଚାକିରିରେ ନିଷ୍ଠାପର ହେବେ। ବାଣିଜ୍ୟ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା।

ବିଛା: କର୍ମକ୍ଷେତ୍ରରେ ପରାଧୀନତା ରହିବେ। ସାଂସାରିକ ଭୁଲ୍‌ ବୁଝାମଣା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍‌।

ଧନୁ: ଗୁରୁତ୍ବପୁର୍ଣ୍ଣ କାର୍ଯ୍ୟକୁ ତୁଲାଇ ଆଶ୍ବସ୍ତି ହେବେ। ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।

ମକର: କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ମହିଳାମାନେ ଭ୍ରମଣପ୍ରିୟ ହେବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

କୁମ୍ଭ: ଦିନଟି ଆମୋଦପ୍ରମୋଦ ଭିତରେ କଟିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ମୀନ: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତିରେ ବିଷମ ପରିସ୍ଥିତି ରହିବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସମସ୍ୟା ରହିବ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ।

Leave A Reply

Your email address will not be published.