ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୧୩-୦୮-୨୦୨୧ )

ମେଷ:କର୍ମକ୍ଷେତ୍ରରେ ଧନସମ୍ମାନ ପାଇବେ। ଚାକିରିରେ କର୍ତ୍ତବ୍ୟ ନିଷ୍ଠ ରହିବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ବୃଷ:କେତେକ କାର୍ଯ୍ୟକୁ ନେଇ ଉତ୍ତେଜନାରେ ରହିବେ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ଦିନଟି ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ରହିପାରେ। ଚାକିରିରେ ସ୍ଥାନାନ୍ତର ହୋଇପାରେ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ସଫଳ ସ୍ଥାପନ ଓ ସହଯୋଗ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ:ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଅର୍ଥପ୍ରାପ୍ତିର ଯୋଗ ରହିଛି। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଲୋକପ୍ରିୟତା ବଢିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କନ୍ୟା:ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ସଫଳତା ମିଳିବ।ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:କର୍ମକ୍ଷେତ୍ରରେ ମନ୍ଥରତା ଦେଖାଦେବ। ସାଂସାରିକ ଭୁଲ ବୁଝାମଣା ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ବିଛା:କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ଚାକିରିରେ ଦାୟିତ୍ୱବୋଧ ରହିବ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ଧନୁ:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ରକ୍ଷଣଶୀଳ ହେବେ।ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ଚାକିରିରେ ନିଷ୍ଠାପର ରହିବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ମୀନ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ମହିଳାମାନେ ହସଖୁସିରେ ସମୟ କଟାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

Leave A Reply

Your email address will not be published.