ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୧୩- ୦୧ – ୨୦୨୨ )

ମେଷ: ଆର୍ଥିକ ଉନ୍ନତି ଓ ସମ୍ମାନ ଲାଭ ହେବ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।

ବୃଷ: ଶ୍ରୀ ଚନ୍ଦ୍ର କାରଣରୁ ସ୍ବାଦିଷ୍ଟ ଭୋଜନ ସହ ସୁଖଶାନ୍ତି ପ୍ରାପ୍ତି ହେବ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଯଶ ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ପାଇବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।

ମିଥୁନ: ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ। ଚାକିରିରେ ସମସ୍ୟା ରହିବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

କର୍କଟ: ସମସ୍ତ ଦିଗରୁ ଉନ୍ନତି ହେବେ। ଉଭୟ ପ୍ରେମ ଓ ସାଂସାରିକ ଜୀବନ ସୁଖମୟ ରହିବ। ଚାକିରିରେ ମାନ ମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍ଗ-୩ ,ଶୁଭ ରଙ୍ଗ-କ୍ରିମ୍‌।

ଏଥିସହିତ ପଢ଼ନ୍ତୁ

ସିଂହ: ଦାୟିତ୍ବକୁ ଠିକ୍‌ ଭାବରେ ନିର୍ବାହ କରି ସମ୍ମାନିତ ହେବେ। ଚାକିରିରେ ଧନ ସମ୍ମାନ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ସୁଫଳ ପାଇବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ମେରୁନ୍‌।

କନ୍ୟା: ନୂତନ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ସଂସ୍କାରପ୍ରିୟ ହେବେ। ରାଜନୀତିରେ ସହଯୋଗ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ।

ତୁଳା:କର୍ମକ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ। ଦାମ୍ପତ୍ୟରେ ଅଶାନ୍ତି ରହିବ। ରାଜନୀତିରେ ବାଧାବିଘ୍ନ ରହିବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।

ବିଛା: କିଛିଟା ଉତ୍ତେଜନା ଭିତରେ ସଫଳତା ପାଇବେ। ରାଜନୀତିରେ ବ୍ୟସ୍ତତା ଭିତରେ ରହିବେ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍‌।

ଧନୁ: ଦେହ ଓ ମନ ଭଲ ରହିବ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍‌।

ମକର: ଶୃଙ୍ଖଳିତ ଧାରାରେ କାର୍ଯ୍ୟକରି ସୁଫଳ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌।

କୁମ୍ଭ: ଦିନଟି ଖର୍ଚ୍ଚାନ୍ତ କାରଣରୁ ଅଭାବ ଦେଖାଦେବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲଡ଼େନ୍‌।

ମୀନ: ସମାଜରେ ପ୍ରତିଷ୍ଠିତ ହେବେ। ଭାଇଭଣୀଙ୍କର ସହଯୋଗ ପାଇବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

Leave A Reply

Your email address will not be published.