ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୧୪-୦୪ -୨୦୨୧ )

ମେଷ:କେତେକ କାର୍ଯ୍ୟକୁ ନେଇ ଅସ୍ଥିର ରହିବେ। ହଠାତ୍‌ ଦୂରଯାତ୍ରା ହୋଇପାରେ। ଚାକିରିରେ କିଛିଟା ଉତ୍ତେଜନା ରହିବ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ବୃଷ:ସମସ୍ୟା ଘେରରେ ରହିବେ। ସାଂସାରିକ ଭୁଲ୍‌ ବୁଝାମଣା ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ଦିନଟି ସୁଖସମୃଦ୍ଧି ଭିତରେ କଟିବ। କୌଣସି ସାଙ୍ଗଠନିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ:କର୍ମକ୍ଷେତ୍ରରେ ନୂତନତା ଆସିବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ:ଅଧିକାଂଶ କାର୍ଯ୍ୟରେ ଆଗେଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:କର୍ମକ୍ଷେତ୍ର ପ୍ରତିକୂଳ ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥା ହରାଇବେ। ମହିଳାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ତୁଳା:ଦିନଟି ପ୍ରସନ୍ନତା ଭିତରେ କଟିବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ସଫଳତା ପାଇବେ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବିଛା:କର୍ମକ୍ଷେତ୍ରରେ ଦୁ଼ଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ଅର୍ଥପ୍ରାପ୍ତି ଯୋଗ ରହିଛି। ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ସମାଜରେ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ସ୍ଥାୟୀତ୍ବ ରହିବ। ମହିଳାମାନେ ପରିଶ୍ରମୀ ହେବେ। ପ୍ରଶାସନିକ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମକର: କାର୍ଯ୍ୟ କ୍ଷେତ୍ରରେ ଅବରୋଧ ରହିବ। ବନ୍ଧୁବାନ୍ଧବଙ୍କ ସଙ୍ଗେ ମନାନ୍ତର ହୋଇପାରେ। ଚାକିରିରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ଭାତୃଭଗ୍ନୀଙ୍କ ସହଯୋଗ ପାଇବେ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମୀନ:କୌଣସି ସୂତ୍ରରୁ ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି। ଚାକିରିରେ ଦାୟିତ୍ୱବୋଧ ରହିବ। ମହିଳାମାନେ ଗୃହସଜ୍ଜାରେ ବ୍ୟସ୍ତ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.