ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୁଧୁରୁ ନାହାନ୍ତି ଅମାନିଆ: ୨୪ ଘଣ୍ଟରେ କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ୨୨ ଲକ୍ଷ ଫାଇନ ଆଦାୟ, ୧୫ ଗିରଫ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ୨୨,୨୦,୪୫୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି। ଏହି ଘଟଣାରେ ୧୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୪୨୪ଟି ଗାଡି ଜବତ କରାଯାଇଛି। ଏନେଇ ଓଡିଶା ପୁଲିସ ଶନିବାର ଟ୍ବିଟ କରି ସୂଚନା ଦେଇଛି।

Leave A Reply

Your email address will not be published.