ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୧୭ -୦୪-୨୦୨୧ )

ମେଷ:ଦିନଟି ଏକ ସଙ୍ଗେ ଧନସମ୍ମାନ ପାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ଆଦରଣୀୟା ହେବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବୃଷ:ଚନ୍ଦ୍ରଙ୍କ ସ୍ବ-ପାରଗମନ ହେତୁ ଅନୁକୂଳ ପରିସ୍ଥିତି ରହିବ। ଦାମ୍ପତ୍ୟ ସୁଖମୟ ରହିବ। ପ୍ରଶାସନିକ ଲୋକସମ୍ପର୍କ ବୃଦ୍ଧି ପାଇବ। କଳା, ବିଜ୍ଞାନ, ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ମିଥୁନ:ଦିନଟି ଅସନ୍ତୋଷ, ଦ୍ବିଧା, ସନ୍ଦେହ ଭିତରେ କଟିବ। ପ୍ରଶାସନିକ ଜନଅସନ୍ତୋଷ ରହିବ। ଚାକିରିରେ ଅବହେଳା ରହିବ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ନୈରାଶ୍ୟଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

କର୍କଟ:ବହୁ ପ୍ରତhକ୍ଷୀତ କାର୍ଯ୍ୟ ସମ୍ପନ୍ନ ହେବ। ମହିଳାମାନେ ନୂତନ କର୍ମରେ ନିଯୁକ୍ତି ପାଇପାରନ୍ତି। ଚାକିରିରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ:ଆୟ ଭଲ ହେବ। ସାଂସାରିକ ସୁଖସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

କନ୍ୟା:କର୍ମକ୍ଷେତ୍ରରେ ସଫଳତା ପାଇବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ଧର୍ମପରାୟଣା ହେବେ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି। ଚାକିରିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତୋତ୍ସାହ ରହିବେ। ରାଜନୀତିରେ ବାଧାବିଘ୍ନ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ଚାକିରିରେ ଧନସମ୍ମାନ,ମାନମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ଆଶାଜନକ ଫଳ ମିଳିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଧନୁ:ପରିଶ୍ରମର ଫଳ ମିଳିବ। ଦେହ ଓ ମନ ଭଲ ରହିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ମକର:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସହଯୋଗ ପାଇବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କୁମ୍ଭ:ଅଯଥା ଝାମେଲାରେ ପଡିପାରନ୍ତି। ପ୍ରଶାସନିକ ଓ ଚାକିରିରେ ଅବହେଳା ରହିବ। ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.