ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ବିଏମସିର ୨ ଟ୍ଯାକ୍ସ କଲେକ୍ଟର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ବିଏମସିର ୨ ଟ୍ଯାକ୍ସ କଲେକ୍ଟର । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଧରାପଡ଼ିଥିବା ୨ ଟ୍ଯାକ୍ସ କଲେକ୍ଟର ହେଲେ ୨୩ ନମ୍ବର ୱାର୍ଡର ଟ୍ଯାକ୍ସ କଲେକ୍ଟର ହେମନ୍ତ ସାହୁ  ଓ ବିଏମସିର ପୂର୍ବତନ ଟ୍ଯାକ୍ସ କଲେକ୍ଟର ଯୋଗେନ୍ଦ୍ର ପ୍ରଧାନ। ହୋଲ୍ଡିଂ ଟ୍ଯାକ୍ସ ହ୍ରାସ ପାଇଁ ୧୫ ହଜାର ଟଙ୍କା ନେଉଥିଲେ। ଉଭୟଙ୍କ ନାଁରେ ଭୁବନେଶ୍ବର ଭିଜିଲାନ୍ସ ଡିଭିଜନରେ ମାମଲା ରୁଜୁ କରାଯାଇଛି। ୨ ଜଣଙ୍କୁ ଭିଜିଲାନ୍ସ ଅଟର ରଖି ଭିଜିଲାନ୍ସ ପଚରା ଉଚରା କରୁଛି।

Leave A Reply

Your email address will not be published.