ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବ୍ରହ୍ମପୁର: ଗ୍ଯାସଟାଙ୍କି ଫାଟି ୨ମୃତ, ୪ ଗୁରୁତର

ବ୍ରହ୍ମପୁର: ବ୍ରହ୍ମପୁର ଉପଖଣ୍ଡ ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଏବି କ୍ରସରରେ ଥିବା ପରିତ୍ୟକ୍ତ ଘରେ ଏକ ଗ୍ୟାସ୍ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ପରିତ୍ୟକ୍ତ ଘରେ କ୍ରସର ପାଇଁ ଥିବା ବିସ୍ଫୋଟକ ଯୋଗୁଁ ଅଧିକ ମୃତାହତ ଓ କ୍ଷୟକ୍ଷତି ଘଟିଥିବା ଅଭିଯୋଗ ହୋଇଛି । ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରମାନଙ୍କ ଶରୀରର ଅଧିକାଂଶ ଭାଗ ପୋଡ଼ି ଯାଇଥିବା ଜଣାପଡ଼ିଛି।

Leave A Reply

Your email address will not be published.