ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କଟକରେ ଲାଇନଚ୍ୟୁତ ହେଲା ୨ ମାଲବାହୀ ଟ୍ରେନ୍

କଟକ : ଲାଇନଚ୍ୟୁତ ହେଲା ୨ ମାଲବାହୀ ଟ୍ରେନ୍। କଟକ ରେଲୱେ ଗୁଡ୍ ସେଡ୍ ନିକଟରେ ଦୁଇଟି ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଟ୍ରେନ୍ ଦୁଇଟି ପରସ୍ପର ସହ ଧକ୍କା ହେବାପରେ ୪ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ତେବେ ଏହା ଦ୍ଵାରା ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇ ନଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ରେଲୱେ ଅଧିକାରୀମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Leave A Reply

Your email address will not be published.