ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମାଟି ଅତଡା ଖସି ୨ ଶ୍ରମିକଙ୍କ ମୃତ୍ୟୁ

କୋରାପୁଟ: କୋରାପୁଟ ରାୟଗଡା ଟନେଲ କାମ ଚାଲିଥିବା ବେଳେ ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ ଘଟିଛି। ଲଷ୍ମୀପୁର ନିକଟରେ ୨ ନମ୍ବର ଟନେଲ କାମ ଚାଲିଥିବା ବେଳେ ଏହିଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ୨ ଜଣ ହେଲେ ବୁର୍ଜା ଗ୍ରାମର ରବି ପ୍ରପେକା ଓ ଆସାମର ଜାହାରିଦିନ ବୋଲି ଜଣା ପଡ଼ିଛି ।

Leave A Reply

Your email address will not be published.