ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଯବାନଙ୍କ ଗୁଳିମାଡ଼ରେ ୨ ମାଓବାଦୀ ନିହତ

ମାଲକାନଗିରି: ମାଓବାଦୀ ଓ ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ମଧ୍ଯରେ ଶନିବାର ଗୁଳି ବିନିମୟ ଘଟିଛି। ଏହି ଗୁଳିବିନିମୟରେ ୨ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି । ଦନ୍ତେୱାଡା ସ୍ଥିତ ଗୁଡ଼ରା ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇଁ ଯବାନ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଫଳରେ ସେଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏହି ଗୁଳି ବିନିମୟରେ ୨ଜଣ ମାଓବାଦୀଙ୍କ ନିହତ ହେବା ସହ , ଘଟଣା ସ୍ଥଳରୁ ବୋମା ସହ ୨ଟି ବନ୍ଧୁକ ଜବତ ହୋଇଥିବା ଜଣାପଡ଼ିଛି।

Leave A Reply

Your email address will not be published.