ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମାଓବାଦୀ ଓ ଯବାନଙ୍କ ମଧ୍ଯମରେ ଗୁଳି ବିନିମୟ, ୨ ମାଓବାଦୀ ମୃତ

ମାଲକାନାଗିରି: ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀ ଓ ଯବାନଙ୍କ ମଧ୍ଯରେ ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି। ଗୁଳି ବିନିମୟରେ ୨ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା। ମୃତକଙ୍କ ମଧ୍ୟରେ ଜଣେ ନକ୍ସଲ କମାଣ୍ଡର ନିହତ ହୋଇଥିବା ଜଣାପଡିଛି। ସୁକୁମା ଜିଲ୍ଲା କୋଣ୍ଟା ବ୍ଲକର ଗୋମ୍ପାଡ଼ ଜଙ୍ଗଲରେ ଡିଆରଜି ଓ ସିଆରପିଏଫ ଯବାନ ଏରିଆ ଡମିନେସନ ବେଳେ ଗୁଳି ବନିମୟ ହୋଇଥିଲା। ସକାଳ ୫ଟାରୁ ୯ଟା ପର୍ଯ୍ଯନ୍ତ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିୟମ ହୋଇଥିଲା । ଘଟଣା ପରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

Leave A Reply

Your email address will not be published.