ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମାଟି ଅତଡା ଖସି ୨ ମହିଳାଙ୍କ ମୃତ୍ଯୁ

କୋରାପୁଟ: କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ହିକମପୁଟ ନିକଟରେ ଅଭାବନୀୟ ଘଟଣା ଘଟିଛି। ମାଟି ଅତଡ଼ା ଖସି ଦୁଇ ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ଗାଗଡ଼ାପଣ୍ଡି ଗାଁର ଦୈମତ କନ୍ତ୍ରୀ ଓ ଶୋଷି ହନ୍ତାଳ । ମାରଡ଼ା ନଦୀରୁ ମାଟି କାଢିବାବେଳେ ମାଟିରେ ପୋତି ହୋଇ ୨ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇଜଣ ଗୁରୁତରଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି ।

Leave A Reply

Your email address will not be published.