ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୨୦- ୦୪- ୨୦୨୧ )

ମେଷ: ବୃଥା ଭ୍ରମଣ ଓ ଅଯଥା ଖର୍ଚ୍ଚାନ୍ତ ଦେଖାଦେବ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ଭ୍ରମରେ ପଡିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ମିଥୁନ: ଦିନଟିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ରାଜନୀତିରେ ଧନସମ୍ମାନ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ପଦୋନ୍ନତି ହୋଇପାରେ। ପ୍ରଶାସନିକ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ବ୍ୟସ୍ତବିବ୍ରତ ରହିବେ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କନ୍ୟା: ସ୍ବପ୍ନ ସାକାର ହେବ। ମହିଳାମାନେ ଉଚ୍ଚାଭିଳାଷୀ ହେବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। କଳା,ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ପାଇବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ-ଧଳା

ତୁଳା :ଦିନଟିରେ ଧନସମ୍ମାନ ପାଇବେ। ପ୍ରଶାସନିକ ଓ ରାଜନୀତିରେ ପ୍ରତିଷ୍ଠିତ ହେବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା: କର୍ମକ୍ଷେତ୍ରରେ ସହଯୋଗ ମିଳିବ। ସାଂସାରିକ ଧର୍ମକର୍ମରେ ମନ ରହିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଧନୁ:ହେଉଥିବା କାର୍ଯ୍ୟ ବିଗିଡିଯାଇପାରେ। ସାଂସାରିକ ଅଶାନ୍ତି ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ମକର:ଅନେକାଂଶରେ ସୁଫଳ ପାଇବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଶତ୍ରୁଜୟୀ ହେବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ: ପରିଶ୍ରମ ମୁତାବକ ଫଳ ମିଳିବ। ଚାକିରିରେ ସମ୍ମାନ ବଢିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.