ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୨୦-୦୮-୨୦୨୧ )

ମେଷ:ଉଚ୍ଚ ଆଶା ଫଳବତୀ ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ।ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ବିଦ୍ୟାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ବୃଷ:ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ଚାକିରିରେ ନିଷ୍ଠା ରହିବ। ବ୍ୟବସାୟିକ ସଫଳ ହେବେ। ବିଦ୍ୟାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ଶତ୍ରୁମାନଙ୍କ ଦ୍ବାରା କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ସମସ୍ୟା ରହିବ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ହାନି ହୋଇପାରେ। ବିଦ୍ୟାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସୁଫଳ ପାଇବେ। ବିଦ୍ୟାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ:କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା କରି ସଫଳତା ମିଳିବ। ବାଣିଜ୍ୟରେ ସାମାନ୍ୟ ଫଳ ମିଳିବ। ବିଦ୍ୟାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ଯୋଜନା କରି ସଫଳ ହେବେ। ସନ୍ତାନସନ୍ତତିଙ୍କୁ ନେଇ ଗୌରବାନ୍ବିତ ହେବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ବିଦ୍ୟାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:କର୍ମକ୍ଷେତ୍ରରେ ଅସହଯୋଗ ରହିବ। ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ରହିବ। ଚାକିରିରେ କାର୍ଯ୍ୟ ଭାର ରହିବ। ବାଣିଜ୍ୟରେ ପ୍ରତିକୂଳ ରହିବ। ବିଦ୍ୟାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:କର୍ମକ୍ଷେତ୍ରରେ ଉଚ୍ଚ ସଫଳତା ପାଇବେ। ଚାକିରିରେ ଦକ୍ଷ ପ୍ରତିପାଦିତ ହେବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ବିଦ୍ୟାର୍ଥୀ ପରିଶ୍ରମୀ ହେବେ।ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ବିଦ୍ୟାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମକର:ଦିନଟି ଉତ୍ସାହଜନକ ରହିବ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ପ୍ରସାର ହେବ। ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:କର୍ମକ୍ଷେତ୍ରରେ ଅସଫଳ ହେବେ। ଚାକିରିରେ ଅବହେଳା ରହିବ। ମହିଳାମାନେ ଆଳସ୍ୟ ରହିବେ। ବାଣିଜ୍ୟରେ ମାନ୍ଦା ରହିବ। ବିଦ୍ୟାର୍ଥୀ ଅନ୍ୟମନସ୍କ ରହିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ। ଚାକିରିରେ ପଦୋନ୍ନତି ହୋଇପାରେ। ପ୍ରଶାସନିକ ସମ୍ମାନଜନକ ପଦବୀ ମିଳିବ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.