ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୨୦ – ୦୧ – ୨୦୨୨ )

ମେଷ: କେତେକ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ। ମହିଳାମାନେ ଉଦାସ ରହିବେ। ରାଜନୀତିରେ ବାଦ ବିବାଦ ଦେଖାଦେବ। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍‌।

ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଦୂରଯାତ୍ରା କରିପାରନ୍ତି। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

ମିଥୁନ: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ଭାତୃ ଭଗ୍ନୀଙ୍କର ସହଯୋଗ ପାଇବେ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ।

କର୍କଟ: କର୍ମକ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି। ଅର୍ଥଚିନ୍ତା ଓ ଅଭାବ ଦେଖାଦେବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ବାଣିଜ୍ୟରେ ଶୁଭଫଳ ରହିବ। ଶିକ୍ଷାର୍ଥୀ ଗୁରୁଜନଙ୍କର ଅପ୍ରିୟ ହେବେ। ଶୁଭ ଅଙ୍ଗ-୯,ଶୁଭ ରଙ୍ଗ- ମେରୁନ୍‌।

ଏଥିସହିତ ପଢ଼ନ୍ତୁ

ସିଂହ: ଦିନଟି ଦିର୍ଷୋଲ୍ଲାସ ଭିତରେ କଟିପାରେ । ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ। ପରିବହନ ଓ ବାଣିଜ୍ୟରେ ଶୁଭ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।

କନ୍ୟା: କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା: ବଡ଼ଧରଣର ସଫଳତା ପାଇପାରନ୍ତି। ଚାକିରିରେ ଧନ ସମ୍ମାନ ପାଇବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବେ। ପରିବହନ ଓ ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ବିଛା: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ଚାକିରିରେ ଦାୟିତ୍ବ ବୋଧ ରହିବ। ରାଜନୀତିରେ ସକ୍ରିୟ ରହିବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉତ୍ତିର୍ଣ୍ଣ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍‌।

ଧନୁ: ଅସ୍ଥିରତା କାରଣରୁ କାର୍ଯ୍ୟହାନି ହୋଇପାରେ । ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

ମକର: କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଗୁରୁଜନଙ୍କର ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଅପଯଶ ପାଇବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌।

କୁମ୍ଭ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଦାମ୍ପତ୍ୟ ଜୀବନରେ ମଧୁର ସମ୍ପର୍କ ରହିବ। ମହିଳାମାନେ ପ୍ରସନ୍ନ ରହିବେ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ପାଇବେ। ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।

ମୀନ: ପରିଶ୍ରମର ଫଳ ମିଳିବ। ଦେହ ଓ ମନ ଭଲ ରହିବ। ରାଜନୀତିରେ ଶତ୍ରୁଜୟୀ ହେବେ। ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍‌।

Leave A Reply

Your email address will not be published.