ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୨୧ – ୦୩ – ୨୦୨୨ )

ମେଷ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ଅତିଥିଙ୍କ ଆଗମନ ହୋଇପାରେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଆଶାଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ | ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।

ବୃଷ: ପରିଶ୍ରମର ଫଳ ମିଳିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଚାକିରିରେ କର୍ମତତ୍ପର ରହିବେ । ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ମିଥୁନ: ଯୋଜନା ସ୍ଥଗିତ ରହିପାରେ। ଚାକିରିରେ ଅବହେଳା ରହିବ। ରାଜନୀତିରେ ସମସ୍ୟା ରହିବ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ ।ଶୁଭ ଅଙ୍କ -୪, ଶୁଭ ରଙ୍ଗ- ମେଟାଲିକ୍।

କର୍କଟ: ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ଉତ୍ସାହତି ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

ଏଥିସହିତ ପଢ଼ନ୍ତୁ

ସିଂହ: କମକ୍ଷେତ୍ରରେ ସ୍ବାଧୀନତା ରହିବା ରାଜନୀତିରେ ପ୍ରଭାବଶାଳୀ ରହିବେ। ଚାକିରିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

କନ୍ୟା: ଦିନଟିରେ ଅର୍ଥଚିନ୍ତା ଓ କାର୍ଯ୍ୟହାନି ଦେଖାଦେବ। ଚାକିରି କାର୍ଯ୍ୟବହୁଳ ରହିବ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ – ଆକାଶୀ।

ତୁଳା: କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇ ଚାଲିବେ। ସାଂସାରିକ ମଧୁର ସମ୍ପର୍କ ରହିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ସଫଳତା ପାଇବେ | ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲଭର୍ |

ବିଛା: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ। ଚାକିରିରେ ସମସ୍ୟା ଭିତରେ ରହିବେ। ରାଜନୀତିରେ ଜଟୀଳ ପରିସ୍ଥିତି ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍।

ଧନୁ: କର୍ମକ୍ଷେତ୍ର ଉତ୍ସାହଜନକ ରହିବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା ।

ମକର: ଦୁଃସାହସିକ ଭିଭିରେ କାର୍ଯ୍ୟ କରି ସୁଫଳ ପାଇବେ । ଚାକିରିରେ ସମ୍ମାନିତ ହେବେ ରାଜନୀତିରେ ସକ୍ରିୟ ହେବେ । ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ଅଧ୍ୟୟନରତ ରହିବେ ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।

କୁମ୍ଭ: ପରିଶ୍ରମର ଫଳ ପାଇବେ। ସନ୍ତାନ ସନ୍ତତିମାନେ ଉନ୍ନତି କରିବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସୁଫଳ ପାଇବେ। ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ-ନୀଳ |

ମୀନ:କାର୍ଯ୍ୟ ବିଳମ୍ବ ଓ ସମସ୍ୟା ଭିତରେ ରହିବେ। ମହିଳାମାନେ ଉଦାସ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଫଳ ପାଇବେ ନାହିଁ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ -୩, ଶୁଭ ରଙ୍ଗ- ଗୋଲୁନ୍ ।

Leave A Reply

Your email address will not be published.