ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୨୨-୦୨-୨୦୨୧ )

ମେଷ:ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ମିଳିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ। ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ବୃଷ: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହେବ। ମହିଳାମାନେ ଚଳଚଞ୍ଚଳ ରହିବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ମିଥୁନ:ଚନ୍ଦ୍ରଙ୍କ ସ୍ବ-ପାରଗମନ ହେତୁ ସମାଜରେ ସୁନାମ ପାଇବେ। ପ୍ରଶାସନିକ ସକ୍ରିୟ ରହିବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:କର୍ମକ୍ଷେତ୍ରରେ ମନ୍ଥରତା ରହିବ। ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ:ପ୍ରତିଟି କାର୍ଯ୍ୟରେ ସୁଫଳ ପାଇବେ। ରାଜନୀତିରେ ନେତୃତ୍ବ ନେଇ ସଫଳ ହେବେ। ପରିବହନ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ଦଶମସ୍ଥ ଘାତଚନ୍ଦ୍ର କାରଣରୁ କିଛିଟା ଚିନ୍ତା ଭିତରେ ଆଗେଇ ଚାଲିବେ। ଚାକିରିରେ ବ୍ୟସ୍ତବିବ୍ରତ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:କର୍ମକ୍ଷେତ୍ରରେ ଶୃଙ୍ଖଳିତ ରହିବେ। ସାଂସାରିକ ସଂସ୍କାର ବୃଦ୍ଧି ପାଇବ। ଚାକିରିରେ ସମ୍ମାନ ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ରାଜନୀତିରେ ସମସ୍ୟା ଘେରରେ ରହିବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ: ଦାମ୍ପତ୍ୟରେ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟ ମନମୁତାବକ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର: ପରିଶ୍ରମ କରି ସଫଳ ହେବେ। ରାଜନୀତିରେ ଜନହିତକର କାର୍ଯ୍ୟ କରିବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

କୁମ୍ଭ:କର୍ମକ୍ଷେତ୍ରରେ ସହଯୋଗ ମିଳିବ। ଗୁରୁଜନମାନଙ୍କ ସେବାରେ ମନ ରହିବ। ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

ମୀନ: ଅନିଶ୍ଚିତତା ଭିତରେ ଗତି କରିବେ। ଅଭାବ ଅନଟନ ରହିପାରେ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.