bitcoin
Bitcoin (BTC) 2,274,748.63 1.05%
ethereum
Ethereum (ETH) 141,206.80 6.84%
tether
Tether (USDT) 77.51 0.07%
usd-coin
USD Coin (USDC) 77.59 0.18%
bnb
BNB (BNB) 23,916.33 5.60%
xrp
XRP (XRP) 30.40 3.27%
binance-usd
Binance USD (BUSD) 77.59 0.11%
cardano
Cardano (ADA) 37.24 6.67%
solana
Solana (SOL) 3,417.39 8.83%
dogecoin
Dogecoin (DOGE) 6.08 5.57%

ଶୁକ୍ରବାର ରାଶିଫଳ ( ୨୨ – ୦୪ – ୨୦୨୨ )

ମେଷ: ଅନ୍ୟକୁ ସାହଯ୍ୟ କରିବାକୁ ଯାଇ ସମସ୍ୟାରେ ପଡ଼ିବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ଶିଳ୍ପ ଓ ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅପଯଶ ପାଇବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।

ବୃଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଅଭିଯୋଗ ଆସିପାରେ। ରାଜନୀତିରେ ଶତ୍ରୁବୃଦ୍ଧି ହେବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ଏଥିସହିତ ପଢ଼ନ୍ତୁ

ମିଥୁନ: ଦିନଟି ସୁଖସମ୍ମାନ ପ୍ରାପ୍ତି ହେବ। ଉଭୟ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍‌ଭର୍‌।

କର୍କଟ: ଦିନଟି କର୍ମତତ୍ପର ରହିବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି।

ସିଂହ:ଗୁରୁଜନମାନଙ୍କ ସହ ମତଭେଦ ଦେଖାଦେବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ- ଲାଲ୍‌।

କନ୍ୟା: ପରିଶ୍ରମର ଫଳ ପାଇବେ। ରାଜନୀତିରେ ସମାଜସେବାର ବ୍ରତୀ ହେବେ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା: କେତେକ ବିଷୟକୁ ନେଇ ଚିନ୍ତା ରହିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ବ୍ୟସ୍ତତା ଭିତରେ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ନିଷ୍ଠାବାନ ହେବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ-ସିଲ୍‌ଭର୍‌।

ବିଛା: କର୍ମକ୍ଷେତ୍ରରେ ପ୍ରତିକୂଳ ରହିବ। ଚାକିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍‌।

ଧନୁ: କର୍ମକ୍ଷେତ୍ରରେ ଉତ୍ସାହଜନକ ରହିବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଖ୍ୟାତି ବଢ଼ିବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦୂରଯାତ୍ରା କରିପାରନ୍ତି। ଶୁଭ ଅଙ୍କ- ୮,ଶୁଭ ରଙ୍ଗ-ବାଇଗଣୀ।

ମକର: ଉଦ୍‌ଯୋଗ କରି ସଫଳ ହେବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ।

କୁମ୍ଭ: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ନିଷ୍ଠାପର ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲ୍‌ଭର୍‌।

ମୀନ: ବିଭିନ୍ନ ଉପାୟରେ ଅର୍ଥାଗମ ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ଉଚ୍ଚମନା ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା।

Leave a comment