ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୨୨ – ୦୪ – ୨୦୨୨ )

ମେଷ: ଅନ୍ୟକୁ ସାହଯ୍ୟ କରିବାକୁ ଯାଇ ସମସ୍ୟାରେ ପଡ଼ିବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ଶିଳ୍ପ ଓ ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅପଯଶ ପାଇବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।

ବୃଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଅଭିଯୋଗ ଆସିପାରେ। ରାଜନୀତିରେ ଶତ୍ରୁବୃଦ୍ଧି ହେବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ମିଥୁନ: ଦିନଟି ସୁଖସମ୍ମାନ ପ୍ରାପ୍ତି ହେବ। ଉଭୟ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍‌ଭର୍‌।

କର୍କଟ: ଦିନଟି କର୍ମତତ୍ପର ରହିବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି।

ଏଥିସହିତ ପଢ଼ନ୍ତୁ

ସିଂହ:ଗୁରୁଜନମାନଙ୍କ ସହ ମତଭେଦ ଦେଖାଦେବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ- ଲାଲ୍‌।

କନ୍ୟା: ପରିଶ୍ରମର ଫଳ ପାଇବେ। ରାଜନୀତିରେ ସମାଜସେବାର ବ୍ରତୀ ହେବେ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା: କେତେକ ବିଷୟକୁ ନେଇ ଚିନ୍ତା ରହିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ବ୍ୟସ୍ତତା ଭିତରେ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ନିଷ୍ଠାବାନ ହେବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ-ସିଲ୍‌ଭର୍‌।

ବିଛା: କର୍ମକ୍ଷେତ୍ରରେ ପ୍ରତିକୂଳ ରହିବ। ଚାକିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍‌।

ଧନୁ: କର୍ମକ୍ଷେତ୍ରରେ ଉତ୍ସାହଜନକ ରହିବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଖ୍ୟାତି ବଢ଼ିବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦୂରଯାତ୍ରା କରିପାରନ୍ତି। ଶୁଭ ଅଙ୍କ- ୮,ଶୁଭ ରଙ୍ଗ-ବାଇଗଣୀ।

ମକର: ଉଦ୍‌ଯୋଗ କରି ସଫଳ ହେବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ।

କୁମ୍ଭ: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ନିଷ୍ଠାପର ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲ୍‌ଭର୍‌।

ମୀନ: ବିଭିନ୍ନ ଉପାୟରେ ଅର୍ଥାଗମ ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ଉଚ୍ଚମନା ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା।

Leave A Reply

Your email address will not be published.