ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୨୩-୦୩-୨୦୨୧ )

ମେଷ: ଦେହ ଓ ମନ ପ୍ରଫୁଲ୍ଲ ରହିବ। ଭାତୃଭଗ୍ନୀଙ୍କ ସହଯୋଗ ପାଇ ଆଗେଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ପରିଶ୍ରମୀ ହେବେ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ପାଇବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ଦିନଟିରେ ପ୍ରତି କାର୍ଯ୍ୟରେ ଆଗେଇ ଚାଲିବେ। ଚାକିରିରେ ସହଯୋଗ ପାଇବେ। ପ୍ରଶାସନିକ ପ୍ରଶଂସିତ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ:ପ୍ରାୟତଃ କିଛିଟା ବିଳମ୍ବ ଭିତରେ କାର୍ଯ୍ୟ ସମାପନ ହେବ। ଅର୍ଥଚିନ୍ତା ଓ ଅଶାନ୍ତି ରହିବ। ଅବହେଳା ରହିବ। ବାଣିଜ୍ୟରେ ବ୍ୟୟବୃଦ୍ଧି ରହିବ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ:ସ୍ବପ୍ନ ସାକାର ହେବ। ଚାକିରି ଓ ରାଜନୀତିରେ ଅନୁକୂଳ ପରିସ୍ଥିତି ରହିବ। ମହିଳାମାନେ ନୂତନ କର୍ମ କରିପାରନ୍ତି। ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

କନ୍ୟା:କର୍ମକ୍ଷେତ୍ରରେ ବ୍ୟସ୍ତତା ଭିତରେ କଟିବ। ଆର୍ଥିକ କାରବାରକୁ ନେଇ ଚିନ୍ତା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ କିଛିଟା ସମସ୍ୟା ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ

ତୁଳା:ନୂତନ ଯୋଜନା ଫଳପ୍ରସୂ ହେବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପ୍ରଶାସନିକ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବିଛା:କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ରହିବ। ପଡୋଶୀଙ୍କ ସହ ଶତ୍ରୁତା ହୋଇପାରେ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ଧନୁ:ଦିନଟିରେ ସବୁ କାର୍ଯ୍ୟରେ ସଫଳତା ମିଳିବ। ରାଜନୀତିରେ ସୁନାମ ପାଇବେ। ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା

ମକର:କର୍ମକ୍ଷେତ୍ରରେ ସହଯୋଗ ପାଇବେ। ହଠାତ୍‌ ଦୂରଯାତ୍ରା କରିପାରନ୍ତି।ଚାକିରିରେ ସମ୍ମାନ ପ୍ରାପ୍ତି। ପରିବହନ ଓ ବାଣିଜ୍ୟରେ ଶୁଭ ଫଳ ପାଇବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

କୁମ୍ଭ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ଗୁରୁଜନମାନଙ୍କ ସହଯୋଗ ମିଳିବ। ମହିଳାମାନେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

ମୀନ:କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ। ବନ୍ଧୁବାନ୍ଧବଙ୍କ ସଙ୍ଗେ ମନାନ୍ତର ହୋଇପାରେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୧,  ଶୁଭ ରଙ୍ଗ-ପିଙ୍କ୍

Leave A Reply

Your email address will not be published.