ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଓମିକ୍ରନ ବିସ୍ଫୋରଣ: ଚିହ୍ନଟ ହେଲେ ଆଉ ୨୪ ଓମିକ୍ରନ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କାୟା ବିସ୍ତାର କରୁଛି କରୋନାର ନୂଆ ଭାରିଆଣ୍ଟ। ପୁଣି ଚିହ୍ନଟ ହୋଇଛନ୍ତି ଏକାଧିକ ସଂଖ୍ଯକ ଓମିକ୍ରନ ଆକ୍ରାନ୍ତ ।  ଆଉ ୨୪ ଓମିକ୍ରନ୍ ଆକ୍ରାନ୍ତ ହୋଇଛନ୍ତି। ଚିହ୍ନଟ ୨୪ ଜଣଙ୍କ ମଧ୍ୟରୁ ୫ ଜଣଙ୍କ ବିଦେଶ ଲିଙ୍କ୍ ରହିଥିବା ଜଣାପଡ଼ିଛି। ବାକି ୧୯ ଜଣ ସ୍ଥାନୀୟ ସଂକ୍ରମିତ ହୋଇଥିବା ସୂଚନା । ଏଥିସହ ଓଡିଶାରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି । ନୂଆ ପଜିଟିଭ୍ ଚିହ୍ନଟ ହେବା ନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍ ।

Leave A Reply

Your email address will not be published.