ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୨୪- ୧୨ – ୨୦୨୧ )

ମେଷ: କର୍ମକ୍ଷେତ୍ରରେ ସମସ୍ୟା ରହିବ। ସନ୍ତାନସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜି ଖଟାଇ ଚିନ୍ତାରେ ରହିବେ । ଶିକ୍ଷାର୍ଥୀ ଆଳସ୍ୟ ରହିବେ ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଗୋଲାପି ।

ବୃଷ: ପରିଶ୍ରମର ଫଳ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସ୍ଵଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

ମିଥୁନ: ତୃତୀୟସ୍ଥ ଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ ପ୍ରସିଦ୍ଧି ପାଇବେ। ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । ପ୍ରଶାସନିକ ସ୍ଵାଧୀନତା ରହିବ। ବାଣିଜ୍ୟରେ ସମୃଦ୍ଧି ଦେଖାଦେବ । ବାଣିଜ୍ୟରେ ସମୃଦ୍ଧି ଦେଖାଦେବ ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍ ।
କର୍କଟ: କୌଣସି କାର୍ଯ୍ୟକୁ ନେଇ ଉତ୍ତେଜନାରେ ରହିବେ । ଚାକିରିରେ କର୍ତ୍ତୃପକ୍ଷଙ୍କ ବାପ ଓ ସ୍ଥାନନ୍ତର ଦେଖାଦେବ | ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ | ଶୁଭ ଅଙ୍ଗ-୨, ଶୁଭ ରଙ୍ଗ- ସିଲଭର୍ ।

ସିଂହ: ଦିନଟି ହସଖୁସିର କଟିପାରେ। ଚାକିରିରେ ପ୍ରଶଂସିତ ହେବେ । ରାଜନୀତିରେ ସହଯୋଗ ପାଇବେ। କଳା, ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍।

ଏଥିସହିତ ପଢ଼ନ୍ତୁ

କନ୍ୟା: କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ସୁଫଳ ପାଇବେ। ଶୁଭ ଅଙ୍କରୁ ଶୁଭ ରଙ୍ଗ- ସବୁଜ ।

ତୁଳା: ଭବିଷ୍ୟତ ଯୋଜନା ଫଳପ୍ରସୂ ହେବ । ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ- ନୀଳ।

ବିଛା: ସମାଜରେ ଉତ୍ତମ ଆସନରେ ଅଳଙ୍କୃତ ହେବେ। ଚାକିରିରେ ମାନ ମର୍ଯ୍ୟାଦା ବୃଦ୍ଧି ପାଇବ | ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ I ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ଆଗେଇ ଚାଲିବେ | ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ହଳଦିଆ।

ଧନୁ: ଅନ୍ୟ ପାଇଁ ସମସ୍ୟାରେ ପଡ଼ିପାରନ୍ତି। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ଦେଖାଦେବ। ଚାକିରିରେ ଅସ୍ଥିର ରହିବେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି ।

ମକର: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ଅସହଯୋଗ ମନେ ହେବ। ରାଜନୀତିରେ ବାଧାବିଘ୍ନ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍ ।

କୁମ୍ଭ: ଦିନଟି ପ୍ରସନ୍ନତା ଓ ବନ୍ଧୁ ସହଯୋଗ ମିଳିବ। ଚାକିରିରେ ସ୍ଥାୟିତ୍ବ ବୃଦ୍ଧି ପାଇବ । ପ୍ରଶାସନିକ ପ୍ରଶଂସା ପାଇବେ। ବାଣିଜ୍ୟରେ ଭଲ ଆୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍ ।

ମୀନ: ଦିନଟି କର୍ମତତ୍ପର ରହିବେ। ଆର୍ଥିକ ସ୍ବଚ୍ଛଳତା ପ୍ରାପ୍ତି ହେବ। ମହିଳାମାନେ ସୁଖୀ ହେବେ । ଚାକିରିରେ ସମ୍ମାନ ବଢ଼ିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ- ବାଇଗଣୀ।

Leave A Reply

Your email address will not be published.