ବୁଧବାର ରାଶିଫଳ ( ୨୪- ୦୩- ୨୦୨୧ )

ମେଷ:କର୍ମକ୍ଷେତ୍ରରେ ଅନିଶ୍ଚିତତା ଭିତରେ ଗତି କରିବେ। ମହିଳାମାନେ ଆଳସ୍ୟମନା ହେବେ। ରାଜନୀତିରେ ବିରୋଧୀ ବୃଦ୍ଧି ପିଇବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା
ବୃଷ:ଦିନଟି ଚାହୁଁଥିବା ମୁତାବକ ଫଳ ପାଇବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ପ୍ରଶାସନିକ ଦାୟିତ୍ଵବୋଧ ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍
ମିଥୁନ:କୌଣସି କ୍ଷେତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
କର୍କଟ:ଚନ୍ଦ୍ରଙ୍କ ସ୍ବପାରଗମନ ହେତୁ ସ୍ବାଦିଷ୍ଟ ଭୋଜନ ସହ ବତ୍ସାଦି ଆଭୂଷଣ ପ୍ରାପ୍ତି ହୋଇପାରେ।।ଚାକିରିରେ ସୁନାମ ପାଇବେ।।ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍
ସିଂହ:ଦିନଟିରେ ବିଚଳିତ କାରଣରୁ କାର୍ଯ୍ୟହାନି ହୋଇପାରେ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବାଦବିବାଦ ରହିବ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା
କନ୍ୟା:କର୍ମକ୍ଷେତ୍ରରେ ସୁଖସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଉଚ୍ଚାଭିଳାଷୀ ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ
ତୁଳା:ବିଭିନ୍ନ ଉପାୟରେ ଆୟ କରିବେ। ପ୍ରଶାସନିକ ରାଜନୀତିରେ ପ୍ରସିଦ୍ଧି ବଢିବ। କଳା,ବିଜ୍ଞାନ, ଶିଳ୍ପ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍
ବିଛା:କର୍ମକ୍ଷେତ୍ରରେ ସୁଖସମ୍ମାନ ପ୍ରାପ୍ତି ହେବ। ଚାକିରିରେ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଶିଳ୍ପ ଓ ବାଣିଜ୍ୟ ସୁଫଳ ଦାୟକ ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍
ଧନୁ:କର୍ମକ୍ଷେତ୍ର ବାଧାପ୍ରାପ୍ତ ହେବ। ଚାକିରିରେ ଅସହଯୋଗ ରହିବ। ମହିଳାମାନେ ହତୋତ୍ସାହ ରହିବେ। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍
ମକର:ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା
କୁମ୍ଭ:ଦୁଃସାହସିକ ଭିତରେ କାର୍ଯ୍ୟ କରି ଆଗେଇବେ। ଚାକିରିରେ ସମ୍ମାନ ପାଇବେ। ରାଜନୀତିରେ ପ୍ରଭାବଶାଳୀ ରହିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ
ମୀନ:କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା