ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୨୪- ୧୧ -୨୦୨୧ )

ମେଷ: ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଚାକିରିରେ ନିଷ୍ଠାପର ରହିବେ । ମହିଳାମାନେ ଆଦରଣୀୟା ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ | ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

ବୃଷ: କର୍ମକ୍ଷେତ୍ରରେ ମନ୍ଥରତା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଚାକିରିରେ ଅବହେଳା ରହିବ। ମହିଳାମାନେ ଆଳସ୍ୟ ରହିବେ । ବାଣିଜ୍ୟରେ ମାନ୍ଦା ରହିବ । ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ– ସବୁଜ ।

ମିଥୁନ: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ସୁଖୀ ହେବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ଗୋଲାପି

କର୍କଟ: ପରିଶ୍ରମ ମୁତାବକ ଫଳ ପାଇବେ। କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ – ୩, ଶୁଭ ରଙ୍ଗ– କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ଚାକିରିରେ ଧନ ସମ୍ମାନ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସମୃଦ୍ଧି ହେବ । ଶିକ୍ଷାର୍ଥୀ କୃତିତ୍ବ ପାଇବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

କନ୍ୟା: କୌଣସି ବଡ଼ଧରଣର କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ଧନ ସମ୍ମାନ ପ୍ରାପ୍ତି ହେବ । ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ସଫଳ ହେବେ ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ
ତୁଳା: ଯୋଜନା କରି ଅସଫଳ ହେବେ। ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ବିଛା: ଦିନଟି କଳହ ଓ ଅଶାନ୍ତି ଭିତରେ କଟିବ। ରାଜୀନତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅସହଯୋଗ ଦେଖାଦେବ । ବାଣିଜ୍ୟରେ କ୍ଷତି ହୋଇପାରେ । ଶିକ୍ଷାର୍ଥୀ ତ୍ରୁଟି କରିବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ – ସିଲ୍‌ଭର୍

ଧନୁ: କର୍ମକ୍ଷେତ୍ରରେ ଉତ୍ସାହଜନକ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି

ମକର : ପୁରାତନ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସ୍ବଚ୍ଛଳତା ଦେଖାଦେବ | ରାଜନୀତିରେ ଶତ୍ରୁଜୟୀ ହେବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା

କୁମ୍ଭ: ଅସ୍ଥିରତା କାରଣରୁ କାର୍ଯ୍ୟତ୍ରୁଟି କରିପାରନ୍ତି। ମହିଳାମାନେ ଅପଯଶ ପାଇବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ବ୍ୟୟ ବହୁଳତା ରହିବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍

ମୀନ: କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ | ରାଜନୀତିରେ ପ୍ରତିଷ୍ଠା ପାଇବ | ମହିଳାମାନେ ଉତ୍ସାହିତ ରହିବେ । ବାଣିଜ୍ୟରେ ଶୁଭଫଳ ପାଇବେ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ –୩, ଶୁଭ ରଙ୍ଗ – ହଳଦିଆ

Leave A Reply

Your email address will not be published.