ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୨୫- ୪- ୨୦୨୧ )

ମେଷ: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ମହିଳାମାନେ ପରିଶ୍ରମୀ ହେବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ବୃଷ:କୌଣସି ବିଷୟକୁ ନେଇ ଉତ୍ତେଜନାରେ ରହିବେ। ଚାକିରିରେ ଅବହେଳା ପାଇଁ ଅପଦସ୍ତ ହୋଇପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମିଥୁନ:କାର୍ଯ୍ୟ ବିଳମ୍ବ ଓ ସମସ୍ୟା ଘେରରେ ରହିବେ। ଚାକିରିରେ ଚାପ ରହିବ। ମହିଳାମାନେ ଆଳସ୍ୟପରାୟଣା ହେବେ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କର୍କଟ:କାର୍ଯ୍ୟ ସିଦ୍ଧି ସହ ମାନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳା ହେବେ। ଚାକିରିରେ ନିଷ୍ଠାପର ରହିବେ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ: ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଚାକିରିରେ ଚଳଚଞ୍ଚଳ ରହିବେ। ପ୍ରଶାସନିକ ଦାୟିତ୍ବ ବୋଧ ରହିବ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କନ୍ୟା:ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଉତ୍ସାହଜନକ ଫଳ ମିଳିବ।ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:ବହୁ ଚେଷ୍ଟା କରି ଅସଫଳ ହେବେ।  ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ମହିଳାମାନେ ହତାଦର ହେବେ। ବାଣିଜ୍ୟ ମାନ୍ଦା ରହିବ।ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବିଛା:ସ୍ବପ୍ନ ସାକାର ହେବ। ଧନସମ୍ମାନ ପାଇବେ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ: କୌଣସି ବଡ ଧରଣର କାର୍ଯ୍ୟ ତୁଲାଇବେ। ଚାକିରିରେ ସହଯୋଗ ମିଳିବ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟରେ ଉନ୍ନତି ହେବ।

ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ମକର:ଯୋଜନା କରି ସଫଳ ହେବେ। ସାଂସାରିକ ଧର୍ମକର୍ମରେ ମନ ରହିବେ। ଚାକିରିରେ ସମ୍ମାନ ବଢିବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ଚାକିରିରେ ସ୍ଥାନଚ୍ୟୁତ ହୋଇପାରେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ: ଦିନଟି ସନ୍ତୋଷ ପ୍ରାପ୍ତି ହେବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ।ଶୁଭ ଅଙ୍କ-୩ ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.