ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୨୫-୦୨-୨୦୨୧ )

ମେଷ:ଦିନଟିରେ ହତୋତ୍ସାହ କାରଣରୁ କାର୍ଯ୍ୟହାନି ହେବ। ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ହୋଇପାରେ।।ରାଜନୀତିରେ ବ୍ୟସ୍ତ ବିବ୍ରତରେ ରହିବେ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ବୃଷ:କର୍ମକ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ହେବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମିଥୁନ:ଦିନଟିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଧନସମ୍ମାନ ପାଇବେ। ଚାକିରିରେ ନିଷ୍ଠାପର ରହିବ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:କର୍ମକ୍ଷେତ୍ରରେ ବନ୍ଧୁ ସହଯୋଗ ମିଳିବ। ପ୍ରଶାସନିକ ଉଚ୍ଚ ସମ୍ମାନ ପାଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟ ଉତ୍ସାହଜନକ ରହିବ।  ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ:କର୍ମକ୍ଷେତ୍ରରେ ଆବଦ୍ଧଯୋଗ ରହିଛି। ବ୍ୟୟ ବୃଦ୍ଧି ପାଇଁ ଅର୍ଥାଭାବ ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କନ୍ୟା:ଦିନଟିରେ ସୁଖସମୃଦ୍ଧି ପ୍ରାପ୍ତି ହେବ। ମହିଳାମାନଙ୍କର ସ୍ବାଭିମାନ  ଅକ୍ଷୁକ୍ଷ୍ଣ ରହିବ। ପ୍ରଶାସନିକ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ।  ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:କର୍ମକ୍ଷେତ୍ରରେ ପ୍ରସିଦ୍ଧି ବଢିବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଦେହ ଓ ମନ ଭଲ ରହିବ।।ଆତ୍ମିକ ଉନ୍ନତି ହେବ। ଚାକିରିରେ  କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଧନୁ:ଦୁଃସ୍ଥାନରେ ଚନ୍ଦ୍ରଙ୍କ କାରଣରୁ ବାଧାବିଘ୍ନ ଦେଇ ଗତି କରିବେ। ଚାକିରିରେ ଅପଦସ୍ଥ ହେବେ ।ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ  ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:ଦିନଟିରେ ବିଳାସବ୍ୟସନରେ ସମୟ କଟାଇବେ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:କର୍ମକ୍ଷେତ୍ରରେ ସମସ୍ୟାରୁ ମୁକ୍ତି ପାଇବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଶତ୍ରୁମାନେ ଆୟତ୍ତାଧୀନ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମୀନ:ଦିନଟି ବିଭିନ୍ନ ବାଟରେ ଉପାର୍ଜନ କରିବେ। ସନ୍ତାନମାନଙ୍କୁ ନେଇ ଗୌରବାନ୍ବିତ ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ଶୁଭଦାୟକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣି

Leave A Reply

Your email address will not be published.