ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୨୬-୦୮-୨୦୨୧ )

ମେଷ:ବହୁ ଚେଷ୍ଟା କରି ଆଗେଇ ଚାଲିବେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ବୃଷ:ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ।ଶିକ୍ଷାର୍ଥୀ ସଫଳ ହେବେ।ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ମିଥୁନ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ସକ୍ରିୟ ରହିବେ।ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କର୍କଟ:କର୍ମକ୍ଷେତ୍ରରେ ଆୟବ୍ୟୟ ସମାନ ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ମହିଳାମାନେ ଆଳସ୍ୟପରାୟଣ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଏଥିସହିତ ପଢ଼ନ୍ତୁ

ସିଂହ:ଦିନଟିରେ ଜଟିଳ ପରିସ୍ଥିତିର ସମ୍ମୁଖୀନ ହେବେ। ଅଭାବ ଓ ଅସୁବିଧା ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ୨,ଶୁଭ ରଙ୍ଗ-ସିଲଭର୍

କନ୍ୟା:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:ପରିଶ୍ରମର ଫଳ ପାଇବେ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ବିଛା:ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡିଯାଇପାରେ। ସାଂସାରିକ ଅସହଯୋଗ ଦେଖାଦେବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲରଭ୍

ଧନୁ:କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟରେ ଚିନ୍ତାଜନକ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ମକର:ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ପାଇବ। ଚାକିରିରେ ସ୍ଥାୟିତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ଆର୍ଥିକ କଥାକୁ ନେଇ ଆଶାନ୍ତି ଉପୁଜିପାରେ। ଚାକିରିରେ ଅସହଯୋଗ ଦେଖାଦେବ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

ମୀନ:କର୍ମକ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.