ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୨୭-୦୪ -୨୦୨୧ )

ମେଷ:ଦିନଟି ଧନସମ୍ମାନ ପ୍ରାପ୍ତି ହେବ। ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ଚାକିରିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ଚାକିରିରେ ସ୍ଥାୟିତ୍ବ ବୃଦ୍ଧି ପାଇବ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ମିଥୁନ:ସବୁରୀ କ୍ଷେତ୍ରରେ ଅଗ୍ରଗତି କରିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସୁଫଳ ପାଇବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ:ଖର୍ଚ୍ଚାନ୍ତ ଓ ଅଭାବ ଭିତରେ ଗତି କରିବେ। ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ:ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢିବ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ନୂତନ ପୁଞ୍ଜିନିବେଶ କରିପାରନ୍ତି। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

କନ୍ୟା:କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭ ମିଳିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ତୁଳା:ଉଚ୍ଚ ଆଶା ସଫଳ ହେବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ। ଶିଳ୍ପ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:ବ୍ୟୟାଧିକ ପାଇଁ ୠଣ ପ୍ରଭାବିତ ହୋଇପାରନ୍ତି। ମହିଳାମାନେ ବିରକ୍ତିମନା ରହିବେ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଧନୁ:ଦିନଟି ସୁଖସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ପ୍ରଭାବଶାଳୀ ହେବେ। ଚାକିରିରେ ଉଚ୍ଚସମ୍ମାନ ପାଇବେ।ବାଣିଜ୍ୟରେ ସଞ୍ଚୟ ହେବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ମକର:ଦୃଢ ମନୋବଳ ଓ ସଫଳତା ପାଇବେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅସହଯୋଗ ରହିବ। ମହିଳାମାନେ ଚିନ୍ତାରେ ରହିବେ। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

Leave A Reply

Your email address will not be published.