ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୨୮-୦୪-୨୦୨୧ )

ମେଷ: ଦିନଟି ବିଜୟ ଉଲ୍ଲାସ ଭିତରେ କଟିବ। ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ବୃଷ:ଉଦଯୋଗ କରି ସଫଳ ହେବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:କର୍ମକ୍ଷେତ୍ରର ସମସ୍ୟା ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ସନ୍ତାନମାନଙ୍କୁ ନେଇ ଚିନ୍ତା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ: ବହୁ ଚେଷ୍ଟା କରି ସଫଳ ହେବେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ଏଥିସହିତ ପଢ଼ନ୍ତୁ

ସିଂହ: ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ଦୃଢ ମନୋବଳ ଓ କାର୍ଯ୍ୟ ଦକ୍ଷ ରହିବେ। ଚାକିରିରେ ନିଷ୍ଠାପର ରହିବେ।କଳା,ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କନ୍ୟା:କର୍ମକ୍ଷେତ୍ରରେ ମନ୍ଥରତା ରହିବ। ଚାକିରିରେ ଅବହେଳା ରହିବ। ଆର୍ଥିକ ଚାପ ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ବ୍ୟୟ ବହୁଳତା ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ତୁଳା:ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଚାକିରିରେ ସହଯୋଗ ମିଳିବ। ମହିଳାମାନେ ଗୃହସଜ୍ଜାରେ ବ୍ୟସ୍ତ ରହିବେ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ପରିଶ୍ରମର ଫଳ ପାଇବେ।।ପଡୋଶୀଙ୍କୁ ସହଯୋଗ କରିବେ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ଧନୁ:ଦୀର୍ଘଦିନର କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ ଧନସମ୍ମାନ ପାଇବେ। ପ୍ରଶାସନିକ ସକ୍ରିୟ ହିବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:ବିଭିନ୍ନ ମାର୍ଗରେ ଆୟ ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

କୁମ୍ଭ:ଦେହ ଓ ମନ ଭଲ ରହିବ। ଅନ୍ୟକୁ ସାହାଯ୍ୟ କରି ଆତ୍ମସନ୍ତୋଷ ପାଇବେ। ପ୍ରଶାସନିକ ଦାୟିତ୍ୱବୋଧ ରହିବ। ଶିଳ୍ପ ଓ ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଆର୍ଥିକ ଚାପ ଓ ଅଶାନ୍ତି ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.