ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୨୮ – ୦୧ – ୨୦୨୨ )

ମେଷ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା।

ବୃଷ: ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ସୁଖୀ ରହିବେ। ଚାକିରିରେ ପ୍ରଶଂସିତ ହେବେ। ବାଣିଜ୍ୟରେ ଆଶାଜନକ ଫଳ ପାଇବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ମିଥୁନ: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ। ରାଜନୀତିରେ ଶତ୍ରୁମାନେ ଆୟତ୍ତାଧୀନ ହେବେ। ବାଣିଜ୍ୟରେ ଲାଭମିଳିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ଫିଙ୍କ୍‌।

କର୍କଟ: ଯୋଜନା ସ୍ଥଗିତ ରହିପାରେ। ସନ୍ତାନସନ୍ତତିଙ୍କୁ ନେଇ ଚିନ୍ତା ରହିବ। ରାଜନୀତିରେ ସମସ୍ୟା ରହିବ। ଚାକିରିରେ ବ୍ୟସ୍ତ ରହିବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

ଏଥିସହିତ ପଢ଼ନ୍ତୁ

ସିଂହ: ଦିନଟିରେ ଚଳଚଞ୍ଚଳ ରହିବେ। ଅତିଥିଙ୍କ ଆଗମନ ହୋଇପାରେ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୩ ,ଶୁଭ ରଙ୍ଗ-ଗୋଲଡେନ୍‌।

କନ୍ୟା:ସମାଜରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ସାହସିକତାର ପରିଚୟ ଦେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ନିଷ୍ଠାବାନ ରହିବେ। ଶୁଭ ଅଙ୍କ-୫ ,ଶୁଭ ରଙ୍ଗ- ସବୁଜ।

ତୁଳା: କାର୍ଯ୍ୟହାନି ଓ ଅସ୍ଥିର ରହିବେ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ରାଜନୀତି ପ୍ରତିକୂଳ ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍‌।

ବିଛା: ଦିନଟି ଆମୋଦପ୍ରମୋଦ ଭିନରେ କଟିପାରେ। ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ। ବାଣିଜ୍ୟରେ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍‌।

ଧନୁ: ସ୍ବପ୍ନ ସାକାର ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ମନ ମୁତାବକ ଫଳ ପାଇବେ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

ମକର:ଉଚ୍ଚ ଆଶା ସଫଳ ହେବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।

କୁମ୍ଭ: କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ମହିଳାମାନେ ଉଦାସ ରହିବେ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍‌।

ମୀନ: ଦିନଟି ଅଶାନ୍ତି ଓ ଦୁଶ୍ଚିନ୍ତା ଭିତରେ କଟିପାରେ। ରାଜନୀତିରେ ବାଧାବିଘ୍ନ ରହିପାରେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ।

Leave A Reply

Your email address will not be published.