ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୦୨ – ୦୪ – ୨୦୨୨ )

ମେଷ: କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ମହିଳାମାନେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌।

ବୃଷ: ହେଉଥିବା କାର୍ଯ୍ୟ ସ୍ଥଗିତ ରହିପାରେ । ରାଜନୀତିରେ ବିେରାଧୀ ବୃଦ୍ଧି ପାଇବେ। ଚାକିରି କାର୍ଯ୍ୟବହୁଳ ରହିବ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ମିଥୁନ:ସ୍ବପ୍ନ ସାକାର ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ରହିବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲ୍‌ଭର୍‌।

କର୍କଟ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

ଏଥିସହିତ ପଢ଼ନ୍ତୁ

ସିଂହ: ଶୃଙ୍ଖଳିତ ଦିନଚର୍ଯ୍ୟା ରହିବ। ରାଜନୀତିରେ ଜନସେବାର ବ୍ରତୀ ହେବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅନୁଶାସନ ଭିତରେ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ- ମେରୁନ୍‌।

କନ୍ୟା: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ସମସ୍ୟା ଘେରରେ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ- ନୀଳ।

ତୁଳା: ଦିନଟିରେ ସୁଖଶାନ୍ତିର ବାତାବରଣ ରହିବେ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଆଶାଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ବିଛା: ବିଭିନ୍ନ ଉପାୟରେ ଆୟ କରିବେ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍‌।

ଧନୁ: କର୍ମକ୍ଷେତ୍ର ମନ୍ଥର ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଚାକିରିରେ ଅବହେଳା ରହିବ। ଶିଳ୍ପ ଓ ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ- ପିଙ୍କ୍‌।

ମକର: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ମହିଳାମାନେ ହତୋତ୍ସାହ ରହିବେ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

କୁମ୍ଭ: ଦିନଟିରେ ସୁଖସମ୍ମାନ ପ୍ରାପ୍ତି କରିବେ। ମହିଳାମାନେ ଆଦରଣୀୟା ହେବେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ମୀନ: ଦିନଟି କର୍ମତତ୍ପର ସହ ସୁଫଳ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା।

Leave A Reply

Your email address will not be published.