ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୦୨- ୦୩ – ୨୦୨୨ )

ମେଷ: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତିର ସୁଯୋଗ ରହିଛି। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍ ।

ବୃଷ: ପ୍ରତ୍ୟେକ କ୍ଷେତ୍ରରେ ଆଗେଇ ଚାଲିବେ । ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି । ହେବ । ରାଜନୀତିରେ ସକ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମିଥୁନ: ବହୁଚେଷ୍ଟା ସତ୍ତ୍ବେ ସାମାନ୍ୟ ଫଳ ପାଇବେ । ମହିଳାମାନେ ଧର୍ମକର୍ମରେ ବ୍ୟସ୍ତ ରହିବେ। ରାଜନୀତିରେ ପ୍ରତିକୂଳ ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ।ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍ ।

କର୍କଟ: ଦିନଟି ଦୁଶ୍ଚିନ୍ତା ଭିତରେ କଟିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ନିଜକୁ ହେୟ ମନେ କରିବେ । ବାଣିଜ୍ୟରେ ହାର୍ନି ହୋଇପାରେ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ଏଥିସହିତ ପଢ଼ନ୍ତୁ

ସିଂହ: ବିଭିନ୍ନ ଉପାୟରେ ଆୟ କରିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସିତ ହେବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ – ଗୋଲାପି।

କନ୍ୟା: ପରିଶ୍ରମର ଫଳ ମିଳିବ । ମହିଳାମାନେ ଦୃଢ଼ମନା ହେବେ । ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ନିଷ୍ଠାବାନ୍ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

ତୁଳା: କର୍ମକ୍ଷେତ୍ରରେ ଅସହଯୋଗ ରହିବ। ସନ୍ତାନସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ-ଧଳା ।

ବିଛା: ବହୁ ପରିଶ୍ରମ କରି ସଫଳ ହେବେ । କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି । ରାଜନୀତିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା ।

ଧନୁ: ଉଚ୍ଚଆଶା ପୂରଣ ହେବ। ମହିଳାମାନେ ଯଶକୀର୍ତ୍ତି ପାଇବେ । ପ୍ରଶାସନିକ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ- ବାଇଗଣୀ ।

ମକର: ଆଶାନୁରୂପ ଫଳ ପ୍ରାପ୍ତି ହେବେ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ରାଜନୀତିରେ ଉଚ୍ଚ ସମ୍ମାନ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ-ଗୋଲ୍ଡେନ୍‌।

କୁମ୍ଭ: ବାରମ୍ବାର ଚେଷ୍ଟା ସତ୍ତ୍ଵେ ଅସଫଳ ହୋଇପାରନ୍ତି । ଚାକିରିରେ ଅବହେଳା ରହିବ । ରାଜନୀତିରେ ପ୍ରତିଦ୍ବନ୍ଦିତା ବୃଦ୍ଧି ପାଇବ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍।

ମାନ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ବିଷମ ସ୍ଥିତି ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।

Leave A Reply

Your email address will not be published.