ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୨୦- ୧୦ -୨୦୨୧ )

ମେଷ: ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ । ସାଂସାରିକ ସମସ୍ୟା ରହିବ। ରାଜନୀତିରେ ଅସହଯୋଗ ରହିବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଚଞ୍ଚଳମନା ରହିବେ । ଶୁଭ ଅଙ୍କ — ୭, ଶୁଭ ରଙ୍ଗ – କପି

ବୃଷ: ସମାଜରେ ପ୍ରତିଷ୍ଠା ବୃଦ୍ଧିପାଇବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଯଶ ପାଇବେ । ବାଣିଜ୍ୟ ସମୃଦ୍ଧି ପ୍ରାପ୍ତି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ମିଥୁନ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳତା ପାଇବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ମହିଳା ଆଦରଣୀୟା ହେବେ। ବାଣିଜ୍ୟ ଉନ୍ନତି ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍

କର୍କଟ: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ । ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ –୩, ଶୁଭ ରଙ୍ଗ – କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ : କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଶତ୍ରୁ ବୃଦ୍ଧି ହେବେ। । ମହିଳାମାନେ ହତୋତ୍ସାହ ରହିବେ | ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଅପ୍ରିୟ ହେବେ। ଶୁଭ ଅଙ୍କ – ୨, ଶୁଭ ରଙ୍ଗ —ଧଳା

କନ୍ୟା : କର୍ମକ୍ଷେତ୍ରରେ ବନ୍ଧୁ ସହଯୋଗ ପାଇବେ। ମହିଳାମାନେ ପ୍ରସନ୍ନ ରହିବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ତୁଳା: ବହୁ ପରିଶ୍ରମ କରି ସଫଳ ହେବେ । ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ | ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ଧଳା

ବିଛା : କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ଲୋକସଂପର୍କ ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ଅଧ୍ୟବସାୟୀ ହେବେ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ସିଲ୍‌ଭର୍

ଧନୁ : ଦିନଟି ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଚାକିରିରେ ଅଭିଯୋଗ ଆସିପାରେ | ଶିଳ୍ପ ଓ ବାଣିଜ୍ୟ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

ମକର: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ କରିବେ । ଚାକିରିରେ ଉଚ୍ଚସମ୍ମାନ ପାଇବେ । ମହିଳମାନେ ସୁଖୀ ରହିବେ । ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ସଫଳ ପାଇବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ –ସବୁଜ

କୁମ୍ଭ: ଦିନଟିରେ ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ସଫଳତା ପାଇବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍

ମୀନ: ଆତ୍ମୀୟଙ୍କ ସହଯୋଗ ପାଇ ଆଗେଇବେ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ପ୍ରଶାସନିକ ସୁନାମ ପାଇବେ । ବାଣିଜ୍ୟ ପ୍ରସାର ହେବ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ –୯, ଶୁଭ ରଙ୍ଗ – ଲାଲ୍

Leave A Reply

Your email address will not be published.