ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜଗତପୁର ପଟ୍ଟାମୁଣ୍ଡାଇ କେନାଲରେ ଭାସିଯାଇ ୩ ଯୁବକ ନିଖୋଜ

ଚୌଦ୍ୱାର: ଜଗତପୁର ପଟ୍ଟାମୁଣ୍ଡାଇ କେନାଲରେ ଭାସିଯାଇ ୩ ଜଣ ଯୁବକ ନିଖୋଜ ଥିବା ଜଣାପଡ଼ିଛି। କାଲି ରାତିରେ ଭାସିଯାଇ ନିଖୋଜ ହୋଇଥିବା ସୂଚନା। ଲକ୍ଷ୍ମୀପୂଜା ଭସାଣ ବେଳେ କେନାଲ କୂଳରେ ବସିଥିଲା ବେଳେ ଅଘଟଣ ଘଟିଛି। ପ୍ରଥମେ ଜଣେ ଖସି ପଡ଼ିଥିଲେ। ଜଣଙ୍କୁ ଉଦ୍ଧାର କରିବାକୁ ଯାଇ ୩ ଜଣ ଫସିଯାଇଥିଲେ। ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିବା ବେଳେ ଆଉ ୩ ଜଣଙ୍କ ପତ୍ତା ମିଳି ନ ଥିଲା । ଖବର ପାଇ ଓଡ୍ରାଫ, ଅଗ୍ନିଶମ କର୍ମଚାରୀ, ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି।

 

Leave A Reply

Your email address will not be published.