ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୩0-୦୪-୨୦୨୧ )

ମେଷ:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ।।ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ବୃଷ:ଦିନଟି ଉତ୍ସାହିତ ରହିବେ। ଦେହ ଓ ମନ ଭଲ ରହିବ।ପ୍ରଶାସନିକ ଉଚ୍ଚପ୍ରଶଂସା ପାଇବେ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:କର୍ମକ୍ଷେତ୍ରରେ ସହଯୋଗ ମିଳିବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ଚାକିରିରେ ନିଷ୍ଠାପର ରହିବେ୍ ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:କର୍ମକ୍ଷେତ୍ରରେ ବିରୋଧୀ ବୃଦ୍ଧି ପାଇବେ। ମହିଳାମାନେ ହତାଦର ହେବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ:ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ। ମହିଳାମାନେ ଭ୍ରମଣପ୍ରିୟ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ବିଭିନ୍ନ ମାର୍ଗରୁ ଆୟ କରିବେ। ପ୍ରଶାସନିକ ଦାୟିତ୍ୱବୋଧ ରହିବ। ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:କୌଣସି ବିଷୟକୁ ନେଇ ସମସ୍ୟା ଉପୁଜିବ। ଆର୍ଥିକ ଚିନ୍ତା ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ବାଣିଜ୍ୟରେ ମାନ୍ଦା ରହିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବିଛା:ଦିନଟି ପ୍ରସନ୍ନତା ଭିତରେ କଟିବ। ମହିଳାମାନେ ଚଳଚଞ୍ଚଳ ରହିବେ। ଚାକିରିରେ ଧନସମ୍ମାନ ପାଇବେ। ବାଣିଜ୍ୟରେ ଲାଭ ମିଳିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:ବାରମ୍ବାର ଚେଷ୍ଟା କରି ଅସଫଳ ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ମକର:କର୍ମକ୍ଷେତ୍ରରେ ପ୍ରସିଦ୍ଧି ବଢିବ। ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ଉଚ୍ଚାଭିଳାଷୀ ହେବେ।ବାଣିଜ୍ୟରେ ଉନ୍ନତି ହେବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ମିଳିବ। ସାଂସାରିକ ସୁଖସମ୍ମାନ ପ୍ରାପ୍ତି ହେବ। ପରିବହନ,ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:ଅସ୍ଥିରତା କାରଣରୁ କାର୍ଯ୍ୟ ହାନି ହେବ। ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡିବେ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.