ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୩୦-୦୮-୨୦୨୧ )

ମେଷ:ଅସ୍ଥିରତା କାରଣରୁ କାର୍ଯ୍ୟରେ ତ୍ରୁଟି କରିପାରନ୍ତି। ପଡୋଶୀଙ୍କ ସହ ମନାନ୍ତର ଦେଖାଦେବ। ରାଜନୀତି ପ୍ରତିକୂଳ ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ଦିନଟି ଆମୋଦପ୍ରମୋଦ ଭିତରେ କଟିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ।ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମିଥୁନ:କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ:ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟ ସମୃଦ୍ଧିଦାୟକ ରହିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ।।ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ଶିକ୍ଷାର୍ଥୀ ମାନେ ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

କନ୍ୟା:କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟବହୁଳ ରହିବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ସମସ୍ୟା ରହିବ। ଶିକ୍ଷାର୍ଥୀମାନେ ଚିନ୍ତିତ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:ଦୃଢ ମନୋବଳ ନେଇ କାର୍ଯ୍ୟ କରିବେ। ଆର୍ଥିକ ଉନ୍ନତି ହେବ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଧନୁ:ହେଉଥିବା କାର୍ଯ୍ୟ ସ୍ଥଗିତ ରହିପାରେ। ଚାକିରିରେ ଚାପ ରହିବ। ରାଜନୀତିରେ ବିରୋଧୀ ରହିବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ମକର:ବନ୍ଧୁ ସହଯୋଗ ପାଇ ଆଗେଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

କୁମ୍ଭ:ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ। ମହିଳାମାନେ ଆଦର ସମ୍ମାନ ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମୀନ:ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.