ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୩୦ କିଲୋ ଗଞ୍ଜେଇ ସହ ଅଟୋ ଜବତ, ଦୁଇ ଗିରଫ

ଫୁଲବାଣୀ: ଫୁଲବାଣୀ ଅବକାରୀ ବିଭାଗ ଦ୍ଵାରା ଖଜୁରୀପଡ଼ା ଗାଡ଼ିଆପଡ଼l ଘାଟିରେ ଏକ ଅଟୋକୁ ଜବତ୍ କରିବା ସହ ଅଟୋରୁ ୩୦ କିଲୋ ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ଅଟୋ ଚାଳକ ସହ ଅନ୍ୟ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ଦୁଇଜଣଙ୍କୁ ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛନ୍ତି ।

Leave A Reply

Your email address will not be published.