ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୩୧-୦୩-୨୦୨୧ )

ମେଷ:ସପ୍ତମସ୍ଥ ଚନ୍ଦ୍ରଙ୍କ କାରଣରୁ ଦିନଚର୍ଯ୍ୟା ଆଡମ୍ବରପୂର୍ଣ୍ଣ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ମହିଳାମାନେ ଆଦରଣୀୟା ହେବେ। ଶିଳ୍ପ ଓ ବାଣିଜ୍ୟରେ ଆଶା ମୁତାବକ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ:କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ମିଥୁନ:ଦିନଟି ହେଉଥିବା କାର୍ଯ୍ୟ ମନ୍ଥର ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିନ୍ଦ୍ବନ୍ଦ୍ବିତା ରହିବ। ପ୍ରଶାସନିକ ପ୍ରତିକୂଳ ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ:ବହୁ ଚେଷ୍ଟା କରି ସଫଳ ହେବେ। ଚାକିରୀରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ବ ରହିବ। ମହିଳାମାନେ ଗୃହସଜ୍ଜାରେ ବ୍ୟସ୍ତ ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପରିଶ୍ରମମୁତାବକ ଫଳ ପାଇବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ:ଉଚ୍ଚ ଆଶା ସଫଳ ହେବ। ଚାକିରୀରେ କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କନ୍ୟା:ଆର୍ଥିକ କାରବାରକୁ ନେଇଚିନ୍ତାରେ ରହିବେ। ମହିଳାମାନେ କର୍ମତତ୍ପର ରହିବେ। ଚାକିରିରେ ଚାପ ରହିବ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥରତା ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ତୁଳା:କର୍ମକ୍ଷେତ୍ରରେ ସୁନାମ ପାଇବେ। ପ୍ରଶାସନିକ ଓ ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ହସଖୁସି ଭିତରେ ସମୟ କଟାଇବେ। ବାଣିଜ୍ୟରେ ସନ୍ତୋଷଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଦିନଟି ବ୍ୟସ୍ତତା ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଧନୁ:ଏକାଦଶରେ ଚନ୍ଦ୍ର ଓ ଦ୍ବିତୀୟରେ ବୃହସ୍ପତିଙ୍କ କାରଣରୁ ବଡ ଧରଣର ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଆତ୍ମବୃଦ୍ଧି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର:ସମାଜରେ ପ୍ରଭାବଶାଳୀ ବ୍ୟକ୍ତିତ୍ବର ପ୍ରକାଶ ହେବ। ଚାକିରି ଓ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:କର୍ମକ୍ଷେତ୍ରରେ ଅବହେଳା ପାଇଁ କାର୍ଯ୍ୟହାନି ହେବ। ମହିଳାମାନେ ବିରକ୍ତିମନା ହେବେ। ରାଜନୀତିରେ ବିବାଦ ଉପୁଜିପାରେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମୀନ:ଅଷ୍ଟମସ୍ଥ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟହାନି ସହ ମନସ୍ତାପ ରହିବ। ଚାକିରୀରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

Leave A Reply

Your email address will not be published.