ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ

ମାଲକାନଗିରି: ଛତିଶଗଡ ନାରାୟଣପୁର ଆବୁଜମାଡ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ। ଏହି ଏନକାଉଣ୍ଟରରେ ୪ ମାଓବାଦୀଙ୍କ ମୃତ୍ଯୁ ଘଟିଥିବା ସୂଚନା। ଡିଆରଜି ଏବଂ ଏସଟିଏଫର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଗୁଳି ବିନିମୟରେ ୪ ନକ୍ସଲ ନିପାତ ହୋଇଛନ୍ତି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ବିଭିନ୍ନ ଠିକଣାରେ ମାଓବାଦୀଙ୍କୁ ଯବାନମାନେ ଘେରି ରହିଛନ୍ତି। ଅପରେଶନ ସରିବା ପରେ ଘଟଣା ନେଇ ସ୍ପଷ୍ଟ ହେବ ବୋଲି ବସ୍ତର ଆଇଜି ପି.ସୁନ୍ଦର ରାଜ ସୂଚନା ଦେଇଛନ୍ତି।

Leave A Reply

Your email address will not be published.