ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଉତ୍କଳ ବିଶ୍ୱବିଦ୍ୟାଳୟରେ କରୋନା, ୪ ଛାତ୍ର କରୋନା ପଜିଟିଭ୍

ଭୁବନେଶ୍ୱର: ରାଜଧାନୀର ଉତ୍କଳ ବିଶ୍ୱବିଦ୍ୟାଳୟରେ ପଶିଲା କରୋନା । ୪ ଜଣ ଛତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି।

ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

ସୂଚନାନୁସାରେ, ନୂତନ ରୋଗୀମାନେ ରସାୟନ ବିଜ୍ଞାନ (୨), ଏମସିଏ (୧) ଏବଂ ଅର୍ଥନୀତି ବିଭାଗରୁ (୧) ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ସେମାନଙ୍କ ମଧ୍ୟରୁ ୨ ଜଣ ଗୋପାବନ୍ଧୁ ବଏଜ୍‌ ହଷ୍ଟେଲର ଅନ୍ତେବାସୀ ଅଛନ୍ତି।

Leave A Reply

Your email address will not be published.