ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୪୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୨ ଗିରଫ

ଖୋର୍ଦ୍ଧା:  ଖୋର୍ଦ୍ଧାରେ ପୁଣି ବିପୁଳ ପରିମାଣର ବ୍ରାଉନସୁଗର ଜବତ ହୋଇଛି। ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଖୋର୍ଦ୍ଧା ପୁଲିସ ହଳଦିଆ ରାସ୍ତାରେ ଏକ ବୋଲେରୋକୁ ପିଛା କରିଥିଲା। ପରେ ଗାଡ଼ି ସହ ଦୁଇଜଣଙ୍କୁ ଅଟକ ରଖିଥିଲା ପୁଲିସ। ସେମାନଙ୍କ ଠାରୁ ୪୦୦ଗ୍ରାମ ବ୍ରାଉନସୁଗର ଜବତ କରିବା ସହ ନଗଦ ୨୬୦୦୦ଟଙ୍କା ଜବତ କରାଯାଇଛି। ଜବତ ବ୍ରାଉନସୁଗରର ଆନୁମାନିଲ ମୂଲ୍ୟ ୪୦ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହା ବିହାରରୁ ଆସୁଥିଲା ବୋଲି ଖୋର୍ଦ୍ଧା ଅତିରିକ୍ତ ଏସପି ସୁରେନ୍ଦ୍ର ନାଥ ମୁର୍ମୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

Leave A Reply

Your email address will not be published.