ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବେକାବୁ ହେଲାଣି କରୋନା: ପାର୍ଲାମେଣ୍ଟର ୪୦୦ କର୍ମଚାରୀ ପଜିଟିଭ୍

ନୂଆଦିଲ୍ଲୀ:  ଦେଶରେ ପୁଣି କରୋନା କାୟା  ବିସ୍ତାର କରୁଛି। ହୁ ହୁ ହୋଇ ମାଡିଚାଲିଛି ସଂକ୍ରମଣ ।  ଦିଲ୍ଲୀରେ ପୁଣି ବେକାବୁ ହେବାକୁ ଲାଗିଲାଣି ସଂକ୍ରମଣ । ପାର୍ଲାମେଣ୍ଟରେ ପଶିଲା କରୋନା । ସଂସଦ ଭବନରେ କାର୍ଯ୍ଯରତ ୪୦୦ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ଭିତରେ କିଛି ସୁରକ୍ଷାକର୍ମୀ ଅଛନ୍ତି । ଗତ ୬ ଓ ୭ ତାରିଖରେ ସଂସଦ ଭବନରେ କାର୍ଯ୍ଯରତ କର୍ମଚାରୀଙ୍କର କୋଭିଡ୍ ଟେଷ୍ଟ ହୋଇଥିଲା । ଏଥିରୁ ୪୦୦ ପଜିଟିଭ୍ ବାହାରିଛନ୍ତି ।

Leave A Reply

Your email address will not be published.