ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୪୨ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

କଟକ: ପୁଣି ଜବତ ହେଲା ବ୍ରାଉନସୁଗର। କଟକ ଫୁଲନଖରାରୁ ୪୨୦ ଗ୍ରାମ ବ୍ରାଉନସୁଗର ଜବତ କରିଛି ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାଡ୍। ଏହି ବ୍ରାଉନସୁଗର ସହ ଜଣେ ବେପାରୀକୁ ଗିରଫ କରିଛି ଫ୍ଲାଇଂ ସ୍କ୍ବାଡ୍ । ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ  ୪୨ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ତେବେ ଏହି କାରବାରରେ ଆଉ କାହାର ସମ୍ପୃକ୍ତି ରହିଛି ସେ ନେଇ ତଦନ୍ତ ଜାରି ରଖିଛି ଅବକାରୀ ବିଭାଗ।

Leave A Reply

Your email address will not be published.