ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାବୁଲ ସ୍କୁଲରେ ଆତ୍ମଘାତୀ ବିସ୍ଫୋରଣ: ୪୬ ନାବାଳିକାଙ୍କ ସମେତ ୫୩ଜଣଙ୍କର ମୃତ୍ଯୁ

କାବୁଲ: କାବୁଲ ସ୍କୁଲରେ ଆତ୍ମଘାତୀ ବିସ୍ଫୋରଣ ଘଟିଛି ।  ଏହି ବିସ୍ପୋରଣରେ ୪୬ନାବାଳିକାଙ୍କ ସମେତ ୫୩ଜଣଙ୍କର ଜୀବନ ଯାଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ,  ପଶ୍ଚିମ କାବୁଲର ଶାହିଦ ମାଜ୍ରି ରୋଡରେ ଥିବା ଏକ ବିଦ୍ୟାଳୟରେ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଏଜେନ୍ସିର ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣରେ ୫୩ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୪୬ଜଣ ନାବାଳିକା ଏବଂ ମହିଳା ମଧ୍ୟ ଅଛନ୍ତି। ବିସ୍ଫୋରଣ ପରେ ଏହି ଅଞ୍ଚଳରେ ଆତଙ୍କ ଖେଳିଯାଇଛି।

 

Leave A Reply

Your email address will not be published.